oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ସ୍କୁଟିକୁ ଧକ୍କା ଦେଲା ମାଲ୍‌ବାହୀ ଟ୍ରକ୍, ଜଣେ ମୃତ

17/09/2022 at 2:50 PM

ବାଲିଗୁଡା ୧୭/୦୯: କନ୍ଧମାଳ ଜିଲ୍ଲା କ.ନୁଆଗାଁ ଥାନା କାର୍ମେଲ ସ୍କୁଲ୍ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସ୍କୁଟିକୁ ଧକ୍କା ଦେଲା ମାଲ୍ ବାହୀ ଟ୍ରକ୍ । ଫଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମୃତକ ଗୁଞ୍ଜିବାଡ଼ି ଅଞ୍ଚଳର କିଶରାମ ପ୍ରଧାନ ହୋଇଥିବା ସୂଚନା ମିଳିଛି ।

ଦୁର୍ଘଟଣା ଘଟାଇବା ପରେ ଘଟଣାସ୍ଥଳରୁ ଡ୍ରାଇଭରର ହେଲପର ଫେରାର୍ ହୋଇଯାଇଛି । ଘଟଣାସ୍ଥଳରେ କ.ନୁଆଗାଁ ପୋଲିସ୍ ପହଁଚି ମାଲବାହୀ ଟ୍ରକକୁ ଜବତ କରିବାସହ ଶବକୁ ବ୍ୟବଛେଦ ନିମନ୍ତେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି ପୋଲିସ୍ ।

   Related Posts