ଟ୍ରକ-ମିନି ଟ୍ରକ ମୁହାଁମୁହିଁ ଧକ୍କା, ଜଣେ ମୃତ

Published By : Prameya-News7 Bureau | September 17, 2020 IST

ତାଳଚେର ୧୭।୦୯: ୧୪୯ ନଂ ଜାତୀୟ ରାଜପଥ କନକ ଦୁର୍ଗା ମନ୍ଦିର ନିକଟରେ ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକ ସହ ମିନି ଟ୍ରକର ମୁହାଁମୁହିଁ ଧକ୍କା ହୋଇଛି । ଯାହାଫଳେ କି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଥିବା ଜଣାପଡିଛି । ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଜାତୀୟ ରାଜପଥ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ଟ୍ରକ ସହ ମିନି ଟ୍ରକର ମୁହାଁମୁହାଁ ଧକ୍କା ହୋଇଛି । ଯାହାଫଳରେ କି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଯାଇଛି । ସେହିପରି ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି । ଦୁର୍ଘଟଣାର ଖବର ପାଇ ସ୍ଥାନୀୟଲୋକ ଉଦ୍ଧାର କାର୍ଯ୍ୟରେ ସହଯୋଗ କରିଥିଲେ । ତାଳଚେର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.