ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା: କମିବ ତାପମାତ୍ରା
  • ||
  • ରାହୁଲ ଅଯୋଗ୍ୟ ଘୋଷଣା ହେବା ପରେ ପ୍ରଧାନମନ୍ତ୍ରୀଙ୍କ ଉପରେ ବର୍ଷିଲେ ପ୍ରିୟଙ୍କା; କହିଲେ, ଭୀରୁଙ୍କ ପାଖରେ ମଥାନତ କରିବା ଆମ ରକ୍ତରେ ନାହିଁ
  • ||
  • ଚାନ୍ଦବାଲି : ଦୁର୍ଘଟଣା ପରେ ଡଙ୍ଗାରୁ ନଦୀକୁ ଖସିପଡିଲେ ୨ ଜଣ, ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ସୁରକ୍ଷିତ ଉଦ୍ଧାର
  • ||
  • ରାହୁଲ ଗାନ୍ଧିଙ୍କୁ ଝଟକା ।। ରଦ୍ଦ ହେଲା ଲୋକସଭା ସଦସ୍ୟତା
  • ||
  • ସମ୍ବଲପୁର : ସମ୍ବଲପୁରରୁ ନକଲି ମଦ କାରଖାନା ଠାବ, ମଦ ତିଆରି ସାମଗ୍ରୀ ଜବତ
  • ||
  • ଭୁବନ : ମାମୁଁ ଘର ଯିବାବେଳେ ଧକ୍କା ଦେଲା ଟ୍ରକ୍ : ଚାଲିଗଲା ଝିଅର ଜୀବନ, ବାପା ଗୁରୁତର
  • ||
  • ସାନଖେମୁଣ୍ଡି : ମନ୍ଦିର ନିର୍ମାଣରେ ବ୍ୟବହୃତ ଗାଡି ପୋଡିଦେଲେ ଅଜଣା ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ବର : କେଶରୀ ରିୟଲ ଇଷ୍ଟେଟ୍ ଅଫିସରେ ED ରେଡ୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ପୁରୀ : ପୁରୀ ବେଳାଭୂମିରେ ମରିପଡିଛି ଅଲିଭ୍ ରିଡ୍‌ଲେ, ନିକଟରେ ପଡିରହିଛି ଅଣ୍ଡା
  • ||
  • କାମାକ୍ଷାନଗର : ମାରଣାସ୍ତ୍ର ଦେଖାଇ ଲୁଟ୍, ଗ୍ରାହକ ସେବାକେନ୍ଦ୍ର ମାଲିକଙ୍କଠାରୁ ୨ଲକ୍ଷ ଟଙ୍କା ଲୁଟିନେଲେ ଦୁଇ ଲୁଟେରା
  • ||

ବାଇକ୍‌ ଓ କାର୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ୬ ଆହତ

4/02/2023 at 7:58 AM

ପାରାଦୀପ ୦୪/୦୨: ପାରାଦୀପ ଦୋଛକି ନିକଟରେ ଦୁର୍ଘଟଣା । ପିକ୍‌ଅପ୍ ଗାଡି ଧକ୍କାରେ ଛଅ ଆହତ । ଶୁକ୍ରବାର ବିଳମ୍ବିତ ରାତିରେ ଏକ ପିକ୍‌ ଅପ୍ ଗାଡିଟି ପାରାଦୀପ ଦୋଛକି ନିକଟରେ ଦୁଇଟି ବାଇକ୍‌କୁ ଧକା ଦେଇଥିଲେ ।

କିଛି ଦୂର ଯିବା ପରେ କଟକ ପଟୁ ଆସୁଥିବା ଏକ କାରକୁ ସାମ୍ନାପଟୁ ଧକ୍କା ଦେଇଥିଲା । ଫଳରେ କାର୍‌ଟି ଦୁର୍ଘଟଣା ଗ୍ରସ୍ତ ହୋଇ ରାସ୍ତା କଡରେ ଥିବା ଜଙ୍ଗଲକୁ ପଶିଯାଇଥିଲା । ଦୁର୍ଘଟଣା ଘଟାଇଥିବା ପିକ୍‌ଅପ୍ ଗାଡିଟି ରାସ୍ତା କଡରେ ଥିବା କେନାଲକୁ ପସିଯାଇଥିଲା । କଟକ ପାରାଦୀପ ରାସ୍ତାରେ ଯାଉଥିବା ଲୋକେ ଆହତ ଦୁଇ ଦୁଇଟି ବାଇକ୍ ଆରୋହି ଓ ଦୁର୍ଘଟଣା ଘଟିଥିବା କାରରେ ଥିବା ଲୋକମାନଙ୍କୁ ଉଦ୍ଧାର କରି ଅଠରବାଙ୍କି ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ ।

ଖବର ପାଇ ଘଟଣା ସ୍ଥଳରେ ଲକ୍ ଥାନା ପୋଲିସ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଗାଡିର ଡ୍ରାଇଭରକୁ ଅଟକ ରଖିଥିବା ଜଣାପଡିଛି ।

   Related Posts