vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ଉତ୍ତର ଓଡ଼ିଶାରେ ଭୂମିକମ୍ପର ଝଟକା, ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୫.୦

28/08/2018 at 1:39 PM

ଉତ୍ତର ଓଡ଼ିଶାରେ ଭୂମିକମ୍ପର ଝଟକା । ଆନନ୍ଦପୁର, ବାଲେଶ୍ବର, ବାରିପଦା, ବେତନଟୀ ଆଦି ଅଞ୍ଚଳର କିଛି ସ୍ଥାନରେ ଝଟକା ଅନୁଭୂତ ହୋଇଛି । ସନ୍ଧ୍ୟା ୬ଟା ୩୩ ମିନିଟରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଥିଲା । ଯାହାର କେନ୍ଦ୍ରସ୍ଥଳ ଥିଲା ପଶ୍ଚିମବଙ୍ଗର ହୁଗୁଳି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୫.୦ ।

   Related Posts