oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

୩.୬ ତୀବ୍ରତାର ଭୂକମ୍ପ ଝଟ୍‌କା ଅନୁଭୂତ

22/05/2020 at 8:23 AM

ମଣିପୁର ୨୨।୦୫ : ମଣିପୁରର ମୃଦୁ ଭୂମିକମ୍ପ ଅନୁଭୁତ ହୋଇଛି । କିଛି ସେକେଣ୍ଡ ପର୍ଯ୍ୟନ୍ତ ଭୂମିକମ୍ପ ଅନୁଭୂତ ହୋଇଥିବା ଜଣାପଡିଛି । ମଣିପୁରର ପୂର୍ବ ଅଖରୂଳ ଅଞ୍ଚଳରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିବା ଜଣାପଡିଛି । ତେବେ ଭୂକମ୍ପ ସମୟରେ ଲୋକମାନେ ବାହାରକୁ ଆସିଥିବାର ସୂଚନା ମିଳିଛି । ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ ।

ସୂଚନାଯୋଗ୍ୟ ଯେ, ଶୁକ୍ରବାର ଦିନ ଭୋର ୩ ଟା ୨୬ମିନିଟ୍‌ ସମୟରେ ମଣିପୁରର ପୂର୍ବ ଅଖରୂଳ ଅଞ୍ଚଳରେ ଭୁକମ୍ପ ଝଟ୍‌କା ଅନୁଭୁତ ହୋଇଛି । ଅଖରୂଳ ଅଞ୍ଚଳର ବିଭିନ୍ନ ସ୍ଥାନରେ ଏହି ଝଟକା ଅନୁଭୁତ ହୋଇଥିବା ଜଣାପଡିଛି । ତେବେ ଏହି ଭୂକମ୍ପରେ ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିନାହିଁ । ସେହିପରି ରିକ୍ଟର ସ୍କେଲ୍‌ରେ ଭୂକମ୍ପର ତିବ୍ରତା ୩.୫ ଥିବା ଜଣାପଡିଛି । ଭୂମିକମ୍ପ ଝଟ୍‌କା ଅନୁଭୂତ ହେବା ମାତ୍ର ଲୋକମାନେ ଭୟଭୀତ ହୋଇ ନିଜ ଘରୁ ବାହାରୁ ଆସିଥିଲେ । କୌଣସି ଅଘଟଣର ସୂଚନା ମିଳିନାହିଁ । ଭୂକମ୍ପର କେନ୍ଦ୍ରସ୍ଥଳୀ ମଣିପୁରର ପୂର୍ବ ଅଖରୂଲ ଠାରୁ ୪୩କିମି ଦୂରରେ ଥିବା ସୂଚନା ମିଳିଛି ।

   Related Posts