previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଧର୍ମଗଡ : ଲଗାଣ ବର୍ଷାରେ ବେହାଲ କଳାହାଣ୍ଡି ଜିଲ୍ଲା, ନଦୀ କୂଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି
  • ||
  • ମୋହନା : ଲଗାଣ ବର୍ଷାରେ ବୃଦ୍ଧି ପାଇଲା ହରଭଙ୍ଗୀ ନଦୀର ଜଳସ୍ତର, ୪ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ସାନଖେମୁଣ୍ଡି : କୂଅରେ ପଡିଲା ଜଙ୍ଗଲୀ ବାରହା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପୁରୀ : ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ : ଭାସିଯାଇ ଯୁବତୀଙ୍କ ମୃତ୍ୟୁ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଜଣେ ଶିଶୁ ସମେତ ୩ ଆହତ
  • ||
  • ସମ୍ବଲପୁର : ବ୍ରେକ୍ ଫେଲ୍ ହେଲା ଚଳନ୍ତା ବସ୍‌, ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା
  • ||
  • କାମାକ୍ଷାନଗର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • ବିହାରରେ ବଦଳିବ ରାଜନୈତିକ ସମୀକରଣ : କଂଗ୍ରେସ-ଆରଜେଡି ସମର୍ଥନରେ ସରକାର ଗଢିବେ ନୀତିଶ !
  • ||
  • ଜୟପୁର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • କଣ୍ଟାବାଞ୍ଜି : ଗାଁ ନିକଟ ମହୁଲ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ଆତ୍ମହତ୍ୟା ନା’ ହତ୍ୟା ଅସ୍ପଷ୍ଟ
  • ||

ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ୮ ଗୋରୁଙ୍କ ଜୀବନ

5/07/2022 at 1:05 PM

ସମ୍ବଲପୁର ୫।୭: ସମ୍ବଲପୁର ଜୁଜୁମୁରା ଥାନା ଅନ୍ତର୍ଗତ ସମ୍ବଲପୁର-କଟକ ଜାତୀୟ ରାଜପଥ ଆମଲିପାଣି ଛକରେ ଦୁର୍ଘଟଣା । ଅଜଣା ଗାଡି ଧକ୍କାରେ ୮ ଗୋରୁଙ୍କ ମୄତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ସକାକୁ ଜାତୀୟ ରାଜପଥ ଆମଲିପାଣି ଛକରେ ୮ ଗୋରୁଙ୍କ  ମୄତଦେହ ପଡିଥିବା ଦେଖିବାକୁ ମିଳିଥିଲା । ଏ ନେଇ ସ୍ଥାନୀୟ ଲୋକେ ଜୁଜୁମୁରା ପୋଲିସକୁ ସୂଚନା ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ସୋମବାର ବିଳମ୍ବିତ ରାତିରେ ଆମଲିପାଣି ଛକରେ ଅଜଣା ଗାଡି ଧକ୍କା ଦେଇଥିବାରୁ ଗାଈଙ୍କର ମୄତ୍ୟୁ ହୋଇଛି ବୋଲି ପୋଲିସ ସୂଚନା ଦେଇଛି । ଏହି ଘଟଣାକୁ ନେଇ ସାଧାରଣରେ ଜନଅସନ୍ତୋଷ ଦେଖାଦେଇଥିଲା । ଘଟଣାସ୍ଥଳରେ ଜୁଜୁମୁରା ପୋଲିସ ଉପସ୍ଥିତରେ ଗୋରୁଙ୍କ ମୄତଦେହ ଜାତୀୟ ରାଜପଥରୁ ହଟାଇ ଦିଆଯାଇଛି । ଏହାସହ ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

   Related Posts