oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍ ପଜିଟିଭ୍
  • ||
  • ଲମତାପୁଟ : କାରରୁ ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର
  • ||
  • ଭୁବନେଶ୍ୱର : ବର୍ଷାରେ ଭିଜିବ ଦଶହରା, ୨ରେ ଆସୁଛି ଆଉ ଏକ ଲଘୁଚାପ !
  • ||

ବଡ ଭାଇର ଟାଙ୍ଗିଆ ଚୋଟରେ ସାନ ଭାଇ ମୃତ

15/12/2019 at 8:03 AM

କଣ୍ଟାବାଞ୍ଜି ୧୫।୧୨: ବଡ ଭାଇର ଟାଙ୍ଗିଆ ଚୋଟରେ ସାନ ଭାଇଙ୍କ ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା  ଘଟିଛି କଣ୍ଟାବାଞ୍ଜି ଥାନା ବେହେରେନସିଲେଟ ଗାଁରେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି ।

ଶନିବାର ବିଳମ୍ବିତ ରାତିରେ ବଡ ଭାଇ ଶରତ ମାଝି ସାନ ଭାଇକୁ ଡାକିଥିଲେ । କୌଣସି କଥାକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ କଥା କଟାକଟି ହୋଇଥିଲେ । ସେହି ସମୟରେ ବଡ ଭାଇ ଶରତ ସାନ ଭାଇ ଦେବରାମକୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ । ବାରମ୍ବାର ଆକ୍ରମଣ କରିବା ଫଳରେ ସାନ ଭାଇର ମୃତ୍ୟୁ ହୋଇଛି ।

ହତ୍ୟାକାଣ୍ଡ ପରେ ଶରତ ଫେରାର ହୋଇଯାଇଥିଲା । ଘଟଣାସ୍ଥଳରେ ଦେବରାମଙ୍କ ମୃତ୍ୟୁ ହୋଇଥିବା ବେଳେ ତଥାପି ପରିବାରଲୋକେ କଣ୍ଟାବାଞ୍ଜି ଡାକ୍ତରଖାନାକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ କଣ୍ଟାବାଞ୍ଜି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

   Related Posts