AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡା:୮ ଦିନ ପରେ ବି ନବ ଦାସଙ୍କ ହତ୍ୟା ଘଟଣାରେ ପୋଲିସର ହାତ ଖାଲି
  • ||
  • ଭୂକମ୍ପରେ ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ୭.୮ର ତ୍ରୀବତା ରେକର୍ଡ
  • ||

ବାଲେଶ୍ବରରେ କାନ୍ଥ ଭୁଶୁଡି ଜଣଙ୍କର ମୃତ୍ୟୁ

15/10/2018 at 11:35 AM

ବାଲେଶ୍ବର ୧୫/୧୦ : ବାଲେଶ୍ବର ସଦର ବ୍ଲକ ବଇସା ଗାଁରେ ଅଘଟଣ ଘଟିଛି | କାନ୍ଥ ଭୁଶୁଡି ଜଣଙ୍କର ମୃତ୍ୟୁ ହୋଇଛି | ମୃତକ ହେଲେ ବଳଭଦ୍ର ବେହେରା | ରାତିରେ ଶୋଇଥିବା ବେଳେ ତାଙ୍କ ଉପରେ କାନ୍ଥ ଭୁଶୁଡି ପଡିଥିଲା | ପ୍ରବଳ ବର୍ଷା ଯୋଗୁଁ କାନ୍ଥ ଭିଜି ଭୁଷୁଡି ପଡିଥିବା ଆଶଙ୍କା କରାଯାଉଛି |

   Related Posts