oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ଆଜିଠୁ ପୌର ନିର୍ବାଚନ ନାମାଙ୍କନ : ୯ରେ ପ୍ରାର୍ଥୀପତ୍ର ଯାଞ୍ଚ, ୧୪ରେ ପ୍ରତ୍ୟାହାର ସହ ପ୍ରକାଶ ପାଇବ ଚୂଡାନ୍ତ ତାଲିକା

2/03/2022 at 7:24 AM

ଭୁବନେଶ୍ୱର ୦୨।୦୩: ଆଜିଠୁ ପୌର ନିର୍ବାଚନ ନାମାଙ୍କନ । ରାଜ୍ୟର ୧୦୬ଟି ପୌରସଂସ୍ଥା ଓ ୩ ଟି ମହାନଗର ନିଗମରେ ନିର୍ବାଚନ ନେଇ ଆଜିଠୁ ନାମାଙ୍କନ ଆରମ୍ଭ ହେବ । ମହାନଗର ନିଗମ, ପୌରପାଳିକା ଓ ଏନ୍ ଏସିର ମେୟର, ପୌରାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲର ନିର୍ବାଚନ ପାଇଁ ହେବାକୁ ଯାଉଛି ନାମାଙ୍କନ। ସ୍ଥାନୀୟ ଏଡିଏମ ଅଫିସରେ ନାମାଙ୍କନ ପତ୍ର ଦାଖଲ ହେବ ।

ତେବେ ନିର୍ବାଚନ ବିଜ୍ଞପ୍ତି ଅନୁଯାୟୀ, ଆଜିଠାରୁ ନାମାଙ୍କନ ଆରମ୍ଭ ହୋଇ ୭ ତାରିଖ ଯାଏ ଚାଲିବ ।  ଅର୍ଥାତ ୬ ଦିନ ଧରି ଏହି ପ୍ରକ୍ରିୟା ଚାଲିବ । ୯ତାରିଖରେ ନାମାଙ୍କନ ପତ୍ରଯାଞ୍ଚ ହେବ । ୧୪ରେ ନାମାଙ୍କ ପତ୍ର ପ୍ରତ୍ୟାହାର ଏବଂ ଚୂଡାନ୍ତପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ମାର୍ଚ୍ଚ ୨୪ରେ ପୌର ନିର୍ବାଚନ ହେବ ଏବଂ ୨୬ରେ ଫଳାଫଳ ପ୍ରକାଶ ପାଇବ । କୋର୍ଟରେ ମାମଲା ଥିବାରୁ ସମ୍ବଲପୁର, ରାଉରକେଲା ମହାନଗର ନିଗମ ଏବଂ ପୁରୀ ମ୍ୟୁନିସପାଲିଟିରେ ଭୋଟ୍ ହେବ ନାହିଁ । ଏଥର ଭୋଟର ପ୍ରତ୍ୟକ୍ଷ ଭାବରେ ମେୟର ଏବଂ ପୌରାଧ୍ୟକ୍ଷ ବାଛିବେ । ମୋଟ ୪୫୮୪ଟି ବୁଥରେ ଇଭିଏମ୍ ମାଧ୍ୟମରେ ଭୋଟ ଗ୍ରହଣ ହେବ।

   Related Posts