AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହିପିଣ୍ଡା ସଂରକ୍ଷିତ ଜଙ୍ଗଲରେ ଦନ୍ତା ମୃତଦେହ ଠାବ, ହାତୀକୁ ମାରି ନେଇଗଲେ ଦାନ୍ତ
  • ||
  • MKCG ମେଡିକାଲ ମୁଖ୍ୟ ଫାଟକ ସମ୍ମୁଖରେ ଦୁର୍ଘଟଣା: ସ୍କୁଟି-କାର୍ ମୁହାଁମୁହିଁ ଧକ୍କା, ଦୁଇ ମୃତ
  • ||
  • ଭୁବନେଶ୍ୱର: ରାତିରେ ପାରଦ କମିବ ଓ ଶୀତ ବଢ଼ିବ, ଦିନରେ ସ୍ୱାଭାବିକଠାରୁ ଅଧିକ ରହିବ ତାପମାତ୍ରା
  • ||
  • ତୋଲକୋଇ: ଦନ୍ତା ଆକ୍ରମଣରେ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ପଡିଛି ମୃତଦେହ
  • ||

ପାଟଣା ରେଞ୍ଜରେ ମାତିଛନ୍ତି ୨୨ ଟିକିଆ ହାତୀପଲ, ନୂଆଗାଁରେ ପଶିଲେ, ଭାଙ୍ଗିଲେ ଘର

7/09/2022 at 1:06 PM

ପାଟଣା ୦୭/୦୯: କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜରେ ମାତିଛନ୍ତି ୨୨ ଟିକିଆ ହାତୀପଲ ହାତୀପଲ ଏ ଅଞ୍ଚଳରେ ଉପଦ୍ରବ ଜାରି ରଖିଛନ୍ତି । ଆଜି ସକାଳୁ ନୂଆଗାଁ ଗ୍ରାମରେ ପଶି ସ୍ପଷ୍ଟ ଦିବାଲୋକରେ ଘର ଭାଙ୍ଗିଦେଇଛନ୍ତି ହାତୀପଲ ।

ହାତୀପଲଙ୍କ ଉପଦ୍ରବରେ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଦିନ କାଟୁଛନ୍ତି । ନିଜ ନିଜ ଘରଦ୍ୱାର ସହ ଫସଲକୁ ହାତୀପଲଙ୍କ ଦାଉରୁ ରକ୍ଷା କରିବା ପାଇଁ ଲୋକେ ରାତି ଅନିଦ୍ରା ହୋଇ ରହୁଛନ୍ତି । ଏହି ହାତୀପଲ ଏବେ ଉଭୟ ବନ ବିଭାଗ ଓ ସ୍ଥାନୀୟ ଲୋକଙ୍କ ନିଦ ହଜାଇ ଦେଇଛନ୍ତି । ଏବେ ହାତୀପଲ ପୁରୁଣା ପାଣି ଜଙ୍ଗଲ ରେ ଥିବା ବନ ବିଭାଗ ପକ୍ଷରୁ ସୂଚନା ମିଳିଛି ।

   Related Posts