Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ହିନ୍ଦୋଳ ବନାଞ୍ଚଳରେ ମାତିଲା ଦନ୍ତା, ହାତୀ ଆକ୍ରମଣରେ ବୃଦ୍ଧ ମୃତ

27/10/2022 at 12:46 PM

ଢେଙ୍କାନାଳ ୨୭/୧୦: ଢେଙ୍କାନାଳ ବନାଞ୍ଚଳରେ ଜାରି ରହିଛି ହାତୀପଲଙ୍କ ଉପଦ୍ରବ । ଆଜି ହାତୀ ଆକ୍ରମଣରେ ପୁଣି ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଉପଖଣ୍ଡ କାରନ୍ଦା ଗ୍ରାମ ସାନସାହିରେ ଘଟିଛି ଏମିତି ଘଟଣା ।

ସୂଚନା ଅନୁଯାୟୀ, ସାନସାହିର ୭୦ ବର୍ଷୀୟ ମାହୁଳି ପ୍ରଧାନ ବିଲକୁ ଧାନ ଫସଲ ଦେଖିବାକୁ ଯାଇଥିବା ବେଳେ ଏକ ଦନ୍ତା ହାତୀ ହାବୁଡ଼ରେ ପଡ଼ିଯାଇଥିଲେ । ଏହି ସମୟରେ ହାତୀଟି ବୃଦ୍ଧଙ୍କୁ ଦାନ୍ତରେ ଭୁସି ଦେଇଥିବା ଯୋଗୁଁ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି ।

ବୁଧବାର ସକାଳେ ହାତୀ ଆକ୍ରମଣରେ ହାତୁରା ପଞ୍ଚାୟତ ପଡ଼ା ଗ୍ରାମର ଟଙ୍କଧର ଭୋଇଙ୍କ ମୃତ୍ୟୁ ହୋଇଥିଲା । ଏବେ ମାହୁଳିଙ୍କ ମୃତ୍ୟୁ ପରେ ଗ୍ରାମବାସୀମାନେ ଆତଙ୍କିତ ହୋଇପଡ଼ିଛନ୍ତି ।

   Related Posts