ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମିଶନ୍‌ ଶକ୍ତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା ଋଣ ପରିମାଣ
  • ||

ଚମ୍ପୁଆ ରେଞ୍ଜକୁ ଧସେଇ ପଶିଲେ ହାତୀପଲ, ନଷ୍ଟ କଲେ ଏକର ଏକର ଫସଲ

5/11/2022 at 9:35 AM

ପାଟଣା ୦୫/୧୧: ଚମ୍ପୁଆ ରେଞ୍ଜକୁ ଧସେଇ ପଶିଲେ ୨୪ ଟିକିଆ ହାତୀପଲ । ନଷ୍ଟ କରଛନ୍ତି ଏକର ଏକର ଧାନ ଫସଲ । ଯେନତେନ ପ୍ରକାରରେ ଲୋକେ ଘଉଡାଇଲେ ମଧ୍ୟ ଯିବାର ନା ଧରୁନି ।

ବିଳମ୍ବିତ ରାତିରେ ହାତୀପଲ କରଞ୍ଜିଆ ରେଞ୍ଜରୁ ଆସିଥିବା ସୂଚନା । ଜାମୁନାଳିଆ ନିକଟରେ ବୈତରଣୀ ନଦୀ ପାର ହୋଇ ଚମ୍ପୁଆ ରେଞ୍ଜକୁ ପ୍ରବେଶ କରିଛନ୍ତି । ଏବେ ହାତୀପଲ ବର୍ଦ୍ଧନା ଜଙ୍ଗଲରେ ଡେରା ପକାଇଛନ୍ତି । ଗାଁ ନିକଟରେ ହାତୀପଲ ଥିବାରୁ ଲୋକେ ଭୟଭୀତ ଅଛନ୍ତି ।

   Related Posts