Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଷାନ୍‌ କିଷାନ୍‌ଙ୍କ ଜବରଦସ୍ତ ବ୍ୟାଟିଂ, ଦିନିକିଆ କ୍ରିକେଟ୍‌ରେ ହାସଲ କଲେ ପ୍ରଥମ ଦ୍ୱିଶତକ
  • ||
  • ଭୁବନେଶ୍ୱର: ଅର୍ଚ୍ଚନା ନାଗ ଗିରଫ ମାମଲା, କୋର୍ଟଙ୍କ ଅନୁମତି ପରେ ତଥ୍ୟ ଦେଲା ଖଣ୍ଡଗିରି ପୋଲିସ
  • ||
  • ଭୁବନେଶ୍ୱର: ‘ମାଣ୍ଡସ୍’ ପ୍ରଭାବ, ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା
  • ||
  • ନୟାଗଡ: ଫତେଗଡ ଥାନା ପୋଲିସକୁ ସଫଳତା, ଧରାପଡିଲେ ଦୁଇ ଆନ୍ତରାଜ୍ୟ ଲୁଟେରା
  • ||
  • ଭୁବନେଶ୍ୱର: ରିମାଣ୍ଡର ୬ ଦିନ ପରେ ବି ମୁହଁ ଖୋଲୁନାହାଁନ୍ତି ଅର୍ଚ୍ଚନା, ପଚାରି ପଚାରି ହାଲିଆ ଇଡି
  • ||

ଶିକାରୀ ଫାଶରେ ପଡ଼ି ଦନ୍ତାହାତୀର ମୃତ୍ୟୁ

28/10/2022 at 4:53 PM

ଆଠମଲ୍ଲିକ ୨୮/୧୦: ପୁଣି ଏକ ଦନ୍ତାହାତୀର ମୃତ୍ୟୁ ହୋଇଛି। ଆଠମଲ୍ଲିକ ବନଖଣ୍ଡ ଅଧୀନ ଶାନ୍ତିପୁର ଜଙ୍ଗଲରେ ଦନ୍ତାହାତୀର ମୃତଦେହ ମିଳିଛି। ଶୀକାରିଙ୍କ ଫାସରେ ପଡ଼ି ହାତୀର ମୃତ୍ୟୁ ହୋଇଥିବା ବୋଲି ଜଣାପଡ଼ିଛି। ସୂଚନାଥାଉକି ଅକ୍ଟୋବର ୧୫ରେ ଏକ ଦନ୍ତାହାତୀର ମୃତ୍ୟୁ ହୋଇଥିଲା।।  

   Related Posts