AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲବାଣୀ: ଗୋଛାପଡା ପୋଲିସକୁ ସଫଳତା, କ୍ୱିଣ୍ଟାଲରୁ ଅଧିକ ଗଂଜେଇ ଜବତ
  • ||
  • ଭୁବନେଶ୍ୱର: ରାଜଧାନୀରେ କଙ୍ଗାରୁକୋର୍ଟ, ଯୁବତୀଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼
  • ||
  • ପ୍ରକାଶ ପାଇଲା ଜେଇଇ (ମେନ୍‌) ସେସନ-୧ ରେଜଲ୍ଟ, ଓ୍ୱେବସାଇଟ୍‌ରେ ଦେଖିପାରିବେ ଛାତ୍ରଛାତ୍ରୀ
  • ||
  • ଫେବୃୟାରୀରେ ଅଧିକ ରହିବ ତାପମାତ୍ରା, ଜଳବାୟୁ ଶୁଷ୍କ ଥିବାରୁ ଜଙ୍ଗଲରେ ଲାଗୁଛି ନିଆଁ
  • ||

ଆଖିବୁଜିଲା ଅସୁସ୍ଥ ଦନ୍ତା, ଡାହାଣ ଗୋଡରେ ହୋଇଥିଲା ଗଭୀର କ୍ଷତ

1/12/2022 at 9:21 AM

breaking

ବଡ଼ବିଲ ୦୧।୧୨ : ପୁଣି ଏକ ଦନ୍ତାର ମୃତ୍ୟୁ । କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ଚମକପୁର ଜଙ୍ଗଲରେ ଆହତ ଦନ୍ତାହାତୀର ମୃତ୍ୟୁ ହୋଇଛି । ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ଖବର ଅନୁଯାୟୀ, କୌଣସି କାରଣରୁ ଦନ୍ତା ହାତୀଟି ଅସୁସ୍ଥ ହୋଇଥିଲା । ଏହାପରେ ଗତ ଗତ ଅକ୍ଟୋବର ୨୬ ତାରିଖରୁ ଦନ୍ତାର ଚିକିତ୍ସା ଚାଲିଥିଲା ।  ହାତୀର ଆଗପଟ ଡାହାଣ ଗୋଡ଼ରେ ଗଭୀର କ୍ଷତ ହୋଇଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ଏବେ ଦନ୍ତାର ମୃତ୍ୟୁ ହୋଇଛି ।

   Related Posts