oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ମଝି ଆକାଶରେ ଗୁରୁତର ହେଲେ ଯାତ୍ରୀ, ଭୁବନେଶ୍ୱରରେ ଜରୁରୀ ଅବତରଣ କଲା ବିମାନ

13/03/2022 at 12:05 PM

ଭୁବନେଶ୍ୱର ୧୩।୦୨ : ବିମାନର ଜରୁରୀକାଳୀନ ଅବତରଣ । ଭୁବନେଶ୍ୱର ବିମାନ ବନ୍ଦରରେ ଏୟାର ଏସିଆ ବିମାନର ଜରୁରୀକାଳୀନ ଅବତରଣ ହୋଇଛି ।

ଖବର ଅନୁଯାୟୀ, ବେଙ୍ଗାଲୁରୁରୁ କିଛି ଯାତ୍ରୀଙ୍କୁ କୋଲକାତା ଯାଉଥିବା ଏୟାର ଏସିଆ ବିମାନ । କିଛି ବାଟ ଯିବା ପରେ ଜଣେ ଯାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡିଥିଲା । ଏହାପରେ ପାଇଲଟ୍‌ ତୁରନ୍ତ ବିମାନକୁ ଜରୁରୀ ଅବତରଣ କରିବାକୁ ନିଷ୍ପତ୍ତି ନେଇଥିଲେ । ଏହିକ୍ରମରେ ଯାତ୍ରୀଙ୍କୁ ଆମ୍ବୁଲାନ୍ସ ଯୋଗେ ତୁରନ୍ତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି । ମୃତ ଯାତ୍ରୀଙ୍କ ପରିଚୟ ହସ୍ତଗତ ହୋଇଛି।

   Related Posts