ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ଦେହାନ୍ତ

କଟକ ୨୭।୧୦: ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ଦେହାନ୍ତ । ଦୀର୍ଘଦିନ ଧରି କ୍ୟାନସରରେ ପୀଡିତ ଥିଲେ ସ୍ବରୂପ । ଗତ କିଛି ଦିନ ତଳେ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେ ଥ୍ରୋଟ୍ କ୍ୟାନ୍ସରରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଥିଲା । ସୂଚନା ଥାଉକି ସ୍ୱରୂପ ଅନେକ ଚଳଚ୍ଚିତ୍ରରେ, ମୋଟ୍ ୪୧ଟି ଓଡ଼ିଆ କଥାଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦେବା ସହ ୩୦ଟି କଥାଚିତ୍ରରେ ଗୀତ ରଚନା କରିଥିଲେ । ୬ଟି କଥାଚିତ୍ରରେ … Continue reading ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ଦେହାନ୍ତ