scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଛତିଶଗଡ଼ ସୁକମାରେ ଏନ୍କାଉଣ୍ଟର ; ସୁରକ୍ଷାକର୍ମୀଙ୍କ ଗୁଳିରେ ମାଓ କମାଣ୍ଡର ନିହତ

1/07/2018 at 8:41 AM

ତିଶଗଡ଼ ସୁକମାରେ ଲାଲବାହିନୀ-ସୁରକ୍ଷାକର୍ମୀ ମୁହାଁମୁହିଁ | ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମାଓ କମାଣ୍ଡର ନିହତ ହୋଇଥିବା ଜଣାପଡିଛି | ଘଟଣାସ୍ଥଳରୁ ଅତ୍ୟାଧୁନିକ ବନ୍ଧୁକ, ଲ୍ୟାଣ୍ଡମାଇନ ଏବଂ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ କରିଛି ସୁରକ୍ଷାକର୍ମୀ | ସୁକମାରେ କମ୍ବିଙ୍ଗ ଅପରେସନ ଜୋରଦାର କରାଯାଇଛି |

   Related Posts