ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର, ଜଣେ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି ୦୫।୦୯:  ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର । ଛତିଶଗଡ଼ ସୁକୁମା ଜିଲ୍ଲାରେ ସୁରକ୍ଷାକର୍ମୀ-ମାଓବାଦୀ ମଧ୍ୟରେ ଏନ୍‌କାଉଣ୍ଟର ହୋଇଛି । ଯେଉଁଥିରେ ଜଣେ ହାର୍ଡକୋର ମାଓବାଦୀ ପ୍ରାଣ ହରାଇଥିବା ସୂଚନା ମିଳିଛି । ଖବର ଅନୁଯାୟୀ, ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାର ତାଡମେଟାଲ ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବା ନେଇ ପୋଲିସକୁ ଗୁଇନ୍ଦା ସୂଚନା ମିଲିଥିଲା ।ଏହାପରେ ଡିଆର୍‌ଜି ଯବାନ ଓ ସ୍ଥାନୀୟ ପୋଲିସ ଉକ୍ତ ଜଙ୍ଗଲରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା । କିନ୍ତୁ ସୁରକ୍ଷାକର୍ମୀ … Continue reading ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର, ଜଣେ ହାର୍ଡକୋର ମାଓବାଦୀ ନିହତ