ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ବହୁ ପ୍ରତୀକ୍ଷିତ ESIC ହସ୍ପିଟାଲର ଶୁଭ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ

15/06/2022 at 3:03 PM

ଅନୁଗୁଳ ୧୫/୦୬: ବୁଧବାର ଦିନ ଅନୁଗୁଳ ବଳରାମପ୍ରସାଦ ସ୍ଥିତ ESIC ହସ୍ପିଟାଲର ଉଦଘାଟନ ହୋଇଛି । ୧୦୦ ଶଯ୍ୟା ବିଶିଷ୍ଟ ଏହି ହସ୍ପିଟାଲକୁ କେନ୍ଦ୍ର ଶିକ୍ଷା ଏବଂ ଉଦ୍ୟୋଗିକା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦଘାଟନ କରିଛନ୍ତି । ତାଙ୍କ ସହିତ ଆଉ ଜଣେ କେନ୍ଦ୍ରମନ୍ତ୍ରୀ କେନ୍ଦ୍ର ଶ୍ରମ ଏବଂ ନିଯୁକ୍ତି, ଜଙ୍ଗଲ ଏବଂ ପରିବେଶ ବିଭାଗ ମନ୍ତ୍ରୀ ଭୁପିନ୍ଦର ୟାଦଭ ଯୋଗଦେଇଥିଲେ ।

ଏହା କାର୍ଯ୍ୟକାରୀ ହେବା ଦ୍ୱାରା ଏ ଅଞ୍ଚଳ ଏବଂ ଆଖପାଖ ଅଞ୍ଚଳରେ ବିଭିନ୍ନ ଶିଳ୍ପ ସଂସ୍ଥାରେ କାର୍ଯ୍ୟ କରୁଥିବା ଶ୍ରମିକମାନେ ସ୍ଵାସ୍ଥ୍ୟ ସେବା ତୁରନ୍ତ ପାଇବା ସମ୍ଭବ ହେବ ବୋଲି ଆଶା ସଂଚାର ହୋଇଛି । ଏହାପରେ ପରେ ଏକ ସାଧାରଣ ସଭାରେ ଗରିବ କଲ୍ୟାଣ ଯୋଜନା ସମ୍ପର୍କିତ ଏକ ସଭାରେ ଯୋଗ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ । ସୂଚନା ଥାଉକି, ଏହି ହସ୍ପିଟାଲକୁ ନିର୍ମାଣ ପାଇଁ ୬୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

   Related Posts