Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ଯାଜପୁରର ପୂର୍ବତନ ବିଧାୟକ ସୂର୍ଯ୍ୟମଣି ଜେନାଙ୍କ ପରଲୋକ

13/06/2018 at 7:09 AM

ଯାଜପୁରର ପୂର୍ବତନ ବିଧାୟକ ସୂର୍ଯ୍ୟମଣି ଜେନାଙ୍କ ପରଲୋକ ହୋଇଛି | ଆଜି ସକାଳେ ଯାଜପୁରସ୍ଥିତ ବାସଭବନରେ ହୃଦଘାତରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି | ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା |

   Related Posts