Hari omm 2
hari om films
AKK 2023
AKK2023
HARI-OMM_728X90_B
Showcase2022
hari om films
WEB_F-8
WEB_F-9
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ ।। ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ।। ରବିବାର ପୂର୍ବାହ୍ନରେ ବ୍ରଜରାଜନଗର ଗାନ୍ଧିଛକ ନିକଟରେ ହୋଇଥିଲା ଗୁଳିମାଡ।। ଏସଆଇଙ୍କ ଗୁଳିରେ ଗୁରୁତର ଆହତ ହୋଇଥିଲେ ନବ ଦାସ
  • ||
  • ସାଲେପୁର : ପାରିବାରିକ କଳହର କରୁଣ ପରିଣତି, ସ୍ୱାମୀକୁ କିରୋସିନି ଢାଳି ଜାଳିଦେଲା ସ୍ତ୍ରୀ
  • ||
  • ଭୂକମ୍ପରେ ଥରିଲା ଇରାନ : ୭ ମୃତ, ୪୪୦ରୁ ଅଧିକ ଆହତ
  • ||

ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ଚଢ଼ାଉ, ୭ ଗିରଫ

12/12/2022 at 7:12 PM

ବ୍ରହ୍ମପୁର, ୧୨/୧୨: ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି ।  ଲାଞ୍ଜିପଲୀ ବାଇପାସ ରାସ୍ତା ନିକଟରୁ ୩୫ କିଲୋ ଗଂଜେଇ ଜବତ କରାଯାଇଛି । ଏହି ଚାଲାଣରେ ଜଡ଼ିତ ଥିବା ୪ ଜଣଙ୍କୁ ବିଭାଗ ଗିରଫ କରିଛି । ଅନ୍ୟପଟେ ବନ୍ତପଲ୍ଲୀ ନିକଟରୁ ଗୁଟଖା ଚାଲାଣ ବେଳେ ୩ ପେକେଟ ଗୁଟଖା ସହ ଅଟୋକୁ ଜବତ କରାଯାଇଛି । ଏଥିରେ ୩ ଜଣଙ୍କୁ ଗିରଫ କରାଯାଇଛି । ଏନେଇ ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

   Related Posts