oroinfra
maganna
EVOS_WebBanner_728X90
oroinfra
ChampionMaganna_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ଖୋର୍ଦ୍ଧାରେ ଅବକାରୀ ବିଭାଗର ଚଢ଼ାଉ, ୫୫ ଗ୍ରାମ ବ୍ରାଉନ୍‌ ସୁଗାର ଜବତ ସହ ଦୁଇ ଗିରଫ

25/04/2022 at 5:59 PM

ଖୋର୍ଦ୍ଧା, ୨୫/୦୪: ଖୋର୍ଦ୍ଧା ଅବକାରୀ ବିଭାଗର ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ଏବଂ ବାଇପାସ୍ ଅଞ୍ଚଳରେ ଚଢାଉ । ଗଞ୍ଜେଇ ଏବଂ ବ୍ରାଉନସୁଗାର ଚୋରା ଚାଲାଣ ହେଉଥିବାବଳେ ୫୫ ଗ୍ରାମର ବ୍ରାଉନସୁଗାର ଓ ୩ କେ.ଜିର ଗଞ୍ଜେଇ ଜବତ । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୫ ଲକ୍ଷ ୫୦ ହଜାର ଟଙ୍କା ବୋଲି ଅବକାରୀ ବିଭାଗ ସୂଚନା ଦେଇଛି। ଏଥିରେ ସଂପୃକ୍ତ ଦୁଇ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ଗିରଫ ଦୁଇଜଣ ହେଲେ ପଶ୍ଚିମବଙ୍ଗ ମେଦିନୀପୁର ଅଞ୍ଚଳର ବାନୋସରୀ ହାଜରା ଏବଂ କଟକ ନିଆଳି ଅଞ୍ଚଳର ମହମ୍ମଦ ଅସଲମ।

   Related Posts