ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା : ଅପଲୋଡ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର, ଆଉ ହାତଯୋଡି କ୍ଷମା ବି ମାଗିଲେ…
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ଭିଜିଲାନ୍ସ ଜାଲରେ କୁଚିଣ୍ଡା NAC କାର୍ଯ୍ୟନିର୍ବାହୀ ଅଧିକାରୀ

6/03/2020 at 11:41 AM

ଝାରସୁଗୁଡା ୬।୩: ଭିଜିଲାନ୍ସ ଜାଲରେ କୁଚିଣ୍ଡା NAC କାର୍ଯ୍ୟନିର୍ବାହୀ ଅଧିକାରୀ । NAC କାର୍ଯ୍ୟନିର୍ବାହୀ ଅଧିକାରୀ ଜିତେନ୍ଦ୍ରିୟ ମହାପାତ୍ରଙ୍କ ବାସଭବନ ସମେତ ଏକକାଳୀନ ୫ଟି ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ ।

ଜିତେନ୍ଦ୍ରିୟଙ୍କ କୁଚିଣ୍ଡା ସ୍ଥିତ କାର୍ଯ୍ୟାଳୟ, ସମ୍ବଲପୁର ସ୍ଥିତ ବାସଭବନ, ଝାରସୁଗୁଡା ସହରରେ ଥିବା ୨ଟି ଘର ଓ କୋଲାବିରା ସ୍ଥିତ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ରେଡ୍ କରୁଥିବା ନେଇ ଜଣାପଡିଛି । ତେବେ ତାଙ୍କର କେତେ ସମ୍ପତ୍ତି ଠାବ ହୋଇଛି ତାହା ସ୍ପଷ୍ଟ ଜଣାପଡିନାହିଁ ।

   Related Posts