previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଧର୍ମଗଡ : ଲଗାଣ ବର୍ଷାରେ ବେହାଲ କଳାହାଣ୍ଡି ଜିଲ୍ଲା, ନଦୀ କୂଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି
  • ||
  • ମୋହନା : ଲଗାଣ ବର୍ଷାରେ ବୃଦ୍ଧି ପାଇଲା ହରଭଙ୍ଗୀ ନଦୀର ଜଳସ୍ତର, ୪ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ସାନଖେମୁଣ୍ଡି : କୂଅରେ ପଡିଲା ଜଙ୍ଗଲୀ ବାରହା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପୁରୀ : ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ : ଭାସିଯାଇ ଯୁବତୀଙ୍କ ମୃତ୍ୟୁ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଜଣେ ଶିଶୁ ସମେତ ୩ ଆହତ
  • ||
  • ସମ୍ବଲପୁର : ବ୍ରେକ୍ ଫେଲ୍ ହେଲା ଚଳନ୍ତା ବସ୍‌, ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା
  • ||
  • କାମାକ୍ଷାନଗର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • ବିହାରରେ ବଦଳିବ ରାଜନୈତିକ ସମୀକରଣ : କଂଗ୍ରେସ-ଆରଜେଡି ସମର୍ଥନରେ ସରକାର ଗଢିବେ ନୀତିଶ !
  • ||
  • ଜୟପୁର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • କଣ୍ଟାବାଞ୍ଜି : ଗାଁ ନିକଟ ମହୁଲ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ଆତ୍ମହତ୍ୟା ନା’ ହତ୍ୟା ଅସ୍ପଷ୍ଟ
  • ||

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଫେସବୁକ ଆକାଉଣ୍ଟ ହ୍ୟାକ୍‌, ସାଇବର ଥାନାରେ ଏତଲା

21/05/2022 at 10:11 PM

ଭୁବନେଶ୍ୱର, ୨୧/୦୫: ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଫେସବୁକ ଆକାଉଣ୍ଟ ହ୍ୟାକ୍‌ କରାଯାଇଥିବା ଜଣାପଡ଼ିଛି । ପୂର୍ଵରୁ ସାଂସଦଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ୍‌ ହୋଇଥିଲା । ଏବେ ଫେସବୁକ ଆକାଉଣ୍ଟକୁ ହ୍ୟାକ କରିଛି ଦୁର୍ବୃତ୍ତ । ଏ ନେଇ ସାଂସଦଙ୍କ ପକ୍ଷରୁ କଟକ କ୍ରାଇମବ୍ରାଞ୍ଚର ସାଇବର ଥାନାରେ ଏତଲା ଦିଆଯାଇଥିବା ଜଣାପଡ଼ିଛି ।

   Related Posts