oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ରସିକିଆ ଡାକ୍ତରଙ୍କର ଆଉ କେତେ କାରନାମା ? ପ୍ରଥମ ସ୍ତ୍ରୀଙ୍କୁ ପଚରାଉଚରା କରୁଛି ପୋଲିସ

15/03/2022 at 12:32 PM

ଭୁବନେଶ୍ବର ୧୫।୦୩ : ଆଉ ଲୁଚିଛି କେତେ ରହସ୍ୟ । ଖୋଲତାଡ଼ କରୁଛି ପୋଲିସ । ଏହିକ୍ରମରେ ଆଜି ଭୁବନେଶ୍ବର ମହିଳା ଥାନାରେ ହାଜର ହୋଇଛନ୍ତି ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ପ୍ରଥମ ସ୍ତ୍ରୀ ।

ଖବର ଅନୁଯାୟୀ, ରସିକିଆ ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ବିଷୟରେ ଅଧିକ ତଥ୍ୟ ପାଇବା ପାଇଁ ତାଙ୍କ ପ୍ରଥମ ସ୍ତ୍ରୀଙ୍କୁ ଡକାଇଥିଲା ପୋଲିସ । ଏବେ ତାଙ୍କ ପ୍ରଥମ ସ୍ତ୍ରୀ ଭୁବନେଶ୍ୱର ସ୍ଥିତ ମହିଳା ଥାନାରେ ହାଜର ହୋଇଛନ୍ତି । ରମେଶ କିପରି ପ୍ରଥମ ବିବାହ ପରେ ଅନ୍ୟ ୧୭ ଜଣଙ୍କୁ ବାହା ହେଲେ ତାକୁ ନେଇ ପଚରାଉଚରା ଚାଲିଛି । ଏପିରିକି ୧୮ ସ୍ତ୍ରୀର ସ୍ବାମୀ ପଛରେ ରହିଛି କାହା ହାତ, ତାର ଖୋଳତାଡ କରୁଛି ପୋଲିସ । ପୁରା ଘଟଣାର ସତ ପଦାକୁ ଆଣିବା ପାଇଁ ଆସନ୍ତା ବୁଧବାର ରମେଶର ପଲିଗ୍ରାଫ ଟେଷ୍ଟ କରିବ ପୋଲିସ । ୧୮ ସ୍ତ୍ରୀ ଅଛନ୍ତି ନା ଆଉ କେତେଜଣ ଅଛନ୍ତି । ସେନେଇ ଖୋଲତାଡ କରୁଛି ପୋଲିସ ।

ସୂଚନାଯୋଗ୍ୟ ଯେ, ନକଲି ଡାକ୍ତରର ପରିଚୟ ଦେଇ ୧୮ଜଣ ମହିଳାଙ୍କୁ ବିବାହ କରିଥିଲେ ରମେଶ । ଛତିଶଗଡ଼, ଆସାମ, ଓଡ଼ିଶାରୁ ଆଉ ୩ ପତ୍ନୀଙ୍କର ସନ୍ଧାନ ମିଳିଛି । ସେହିପରି ଗୌହାଟିର ଜଣେ ମହିଳା ଡାକ୍ତର, ଛତିଶଗଡ଼ର ଜଣେ ଚାଟାର୍ଡ ଆକାଉଣ୍ଟାଣ୍ଟ ଓ ଓଡ଼ିଶାରେ ଜଣେ ଉଚ୍ଚଶିକ୍ଷିତା ମହିଳାଙ୍କୁ ବିବାହ କରିଥିବା ସୂଚନା ମିଳିଛି । କେବଳ ସ୍ତ୍ରୀଙ୍କୁ ନୁହେଁ ଚାକିରି କରାଇଦେବା ନାଁରେ ସେ ବହୁ ଲୋକଙ୍କୁ ବି ଠକିଛନ୍ତି । ଖାଲି ମହିଳାଙ୍କୁ ନୁହେଁ ଅନେକ ଛାତ୍ରଙ୍କୁ MBBSରେ ସିଟ୍ ଦେବେ କହି ବି ସେ ଠକି ନେଇଛନ୍ତି ଲକ୍ଷାଧିକ ଟଙ୍କା।

   Related Posts