ନକଲି ମେଡିସିନ ବିକ୍ରି ଘଟଣା, ଦୁଇ ଅଭିଯୁକ୍ତଙ୍କ ଜାମିନ୍ ନାମଞ୍ଜୁର, ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଲେ କୋର୍ଟ
13/09/2022 at 6:06 PM

କଟକ, ୧୩/୦୯: ନକଲି ମେଡିସିନ ବିକ୍ରି କରୁଥିବା ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ଆଜି କୋର୍ଟରେ ହାଜର କରିଥିଲା ପୋଲିସ । କଟକ ଏସଡିଜିଏମ କୋର୍ଟରେ ହାଜର ହୋଇଥିଲେ ଭି.ଆର ଡ୍ରଗ ଏଜେନ୍ସିର ମାଲିକ ରାହୁଲ କ୍ୟାଲ୍ ଓ ପୂଜା ଏଣ୍ଟରପ୍ରାଇଜରସ୍ ମାଲିକ ସଞ୍ଜୟ ଜଲାନ । ଉଭୟଙ୍କ ଜାମିନ ଆବେଦନ ଖାରଜ ହେବାରୁ ଚଉଦ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି କୋର୍ଟ । ଜାମିନ ପାଇଁ ଆଗାମୀ ଦିନରେ ଉପର କୋର୍ଟରେ ଆବେଦନ କରାଯିବ ବୋଲି ଅଭିଯୁକ୍ତଙ୍କ ଓକିଲ କହିଛନ୍ତି ।
Related Posts
ବ୍ୟାଙ୍କ ଲୁଟ୍ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ, ରିମାଣ୍ଡରେ ନେଲା ପୋଲିସ
31 January 2023
ଆମ୍ବୁଲାନ୍ସକୁ ପିଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୪୫ ଯାତ୍ରୀ
31 January 2023