oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍ ପଜିଟିଭ୍
  • ||
  • ଲମତାପୁଟ : କାରରୁ ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର
  • ||
  • ଭୁବନେଶ୍ୱର : ବର୍ଷାରେ ଭିଜିବ ଦଶହରା, ୨ରେ ଆସୁଛି ଆଉ ଏକ ଲଘୁଚାପ !
  • ||

ଶ୍ରୀଜିଉଙ୍କ ମାମୁଁ ଘର ମାଧବନନ୍ଦ ଓ କାକଟପୁର ପ୍ରାଚୀକ୍ଷେତ୍ରରୁ ଶ୍ରୀକ୍ଷେତ୍ର ଗଲା ଫଳଭାର

29/06/2021 at 4:44 PM

କୋଣାର୍କ ୨୯।୬: ପ୍ରାଚୀକ୍ଷେତ୍ରରୁ ଶ୍ରୀକ୍ଷେତ୍ର ଯାଇଛି ଫଳଭାର । ସ୍ନାନ ପୂର୍ଣ୍ଣିମାରେ ମହାସ୍ନାନ ପରେ ଜ୍ବରରେ ପୀଡିତ ଶ୍ରୀଜିଉଙ୍କୁ ସୁସ୍ଥ କରିବା ପାଇଁ ଲାଗିଛନ୍ତି ଦଇତାପତି ସେବାୟତ ।  ବିଶ୍ବନିୟନ୍ତା ଅଣସର ଘରେ ଥିବା ବେଳେ ବିଭିନ୍ନ ନୀତିକାନ୍ତି କରାଯାଉଛି। ଏହି ଅବସରରେ ଶ୍ରୀଜିଉଙ୍କ ମାମୁଁ ଘର ମାଧବନନ୍ଦ ଓ କାକଟପୁର ପ୍ରାଚୀକ୍ଷେତ୍ର ବିଶ୍ଵାମିତ୍ର ମଠରୁ ବନୌସଦ୍ଧି, ବନ ସୁସ୍ବାଦୁ ଫଳଭାର ଶ୍ରୀକ୍ଷେତ୍ର ପଠାଯାଇଛି ।  ଏହାକୁ ଅଣସର ଭାର ବୋଲି କୁହାଯାଏ ।

ପ୍ରାଚୀ ତଟରେ ଥିବା ମଠ, ମନ୍ଦିର ଏବଂ ଗ୍ରାମାବାସୀଙ୍କଠାରୁ ସଂଗୃହୀତ ଆମ୍ବ, ପଣସ, ଖଜୁରୀ, ନଡିଆ, ସପୁରୀ, ସେଓ ଭଳି ଅନେକ ପ୍ରକାର ଫଳ ପୁରୀ ପଠାଯାଇଛି । ଏହି ଭାରକୁ ପୁରୀର ହାତି ଆଖଡା ମଠରେ ଶ୍ରୀମନ୍ଦିର ପ୍ରଶାସନ ଗ୍ରହଣ କରିବା ପରେ ଶ୍ରୀଜିଉଙ୍କୁ ଲାଗି କରାଯିବାର ପରମ୍ପରା ରହିଛି ।

   Related Posts