ବିଲରେ କାମ କରୁଥିବା ବେଳେ ବଜ୍ରାଘାତରେ ଚାଷୀଙ୍କ ମୃତ୍ୟୁ

Published By : Prameya-News7 Bureau | August 11, 2019 IST

ସୋର ୧୧|୮:  ବଲେଶ୍ବର ଜିଲ୍ଲା ସୋରରେ ବଜ୍ରାଘାତରେ ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି । ବାଲେଶ୍ବର ଜିଲ୍ଲା ଔପଦା ବ୍ଲକ୍ ବଡପୋଖରୀ ଅଞ୍ଚଳର ଅର୍ନ୍ତଯ୍ୟାମୀ ନାୟଙ୍କର ବଜ୍ରାଘାତରେ ମୃତ୍ୟୁ ହୋଇଛି । ଆଜି ସକାଳେ ଅର୍ନ୍ତଯ୍ୟାମୀ ନିଜ ବିଲରେ ଧାନ ଗଛ ରୋଇବା ବେଳେ ବଜ୍ରାଘାତର ଶିକାର ହୋଇଥିଲେ । ଗୁରୁଚର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ଔପଦା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କର ମୃତ୍ୟୁ ହୋଇଥିବାର ଡାକ୍ତର ସୂଚନା ଦେଇଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.