vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ଅଦିନିଆ ବର୍ଷାରେ ଫସଲ କ୍ଷତିଗ୍ରସ୍ତ;କ୍ଷତିପୂରଣ ଦାବିରେ ଓଡ଼ିଶା କୃଷକ ସଭା

7/06/2018 at 9:59 AM

ଅଦିନିଆ ବର୍ଷାରେ ଫସଲ କ୍ଷତିଗ୍ରସ୍ତ ହେ।ଇଥିବା ଚ।ଷୀଙ୍କ ପାଇଁ କ୍ଷତିପୂରଣ ଦେବାକୁ ଦାବି କରିଛି ଓଡ଼ିଶା କୃଷକ ସଭା । ଟାଙ୍ଗୀ ଚୌଦ୍ଵାର ତହସିଲ ଅଫିସ ଆଗରେ ଧାରଣା ଦେଇଛି ସଂଘ । ପ୍ରଧାନମନ୍ତ୍ରୀ ଫସଲ ବୀମାରେ ପ୍ରିମିୟମ ନେଇ ବୀମା କମ୍ପାନୀ କ୍ଷତିଗ୍ରସ୍ତ ଚାଷୀଙ୍କୁ ବୀମାରାଶି ପ୍ରଦାନ କରାଯାଉନଥିବା ଅଭିଯେ।ଗ ହେ।ଇଛି । ଏନେଇ ଏକ ଦାବିପତ୍ର ତହସିଲଦାରଙ୍କୁ ପ୍ରଦାନ କରିଛି ସଂଘ ।

Leave a Reply

   Related Posts