oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ସଇତାନ ସାଜିଲା ସାବତ ବାପା, ପୁଅ ଶୋଇଥିବା ବେଳେ ଟାଙ୍ଗିଆରେ ହାଣି କଲା ହତ୍ୟା

26/12/2021 at 8:55 PM

ଦେବଗଡ, ୨୬।୧୨: ଦେବଗଡ ଜିଲ୍ଲା ବାରକୋଟ ଥାନା ଅନ୍ତର୍ଗତ ଔତଳ ଗ୍ରାମରେ ହତ୍ୟାକାଣ୍ଡ । ବାପାର ଟାଙ୍ଗିଆ ଚୋଟରେ ପୁଅର ମୃତ୍ୟୁ । ସୂଚନା ଅନୁଯାୟୀ, ଔତଳ ଗ୍ରାମର ରବି ମୁଣ୍ଡା ଘରେ ଶୋଇଥିବା ସମୟରେ ତାଙ୍କ ସାବତ ବାପା ତିରବନ ମୁଣ୍ଡା ଏକ ଟାଙ୍ଗିଆରେ ମୁଣ୍ଡକୁ ହାଣିଦେଇଥିଲା। ରବିଙ୍କୁ ଗୁରୁତର ଆହତ ଅବସ୍ଥାରେ ପ୍ରଥମେ ବାରକୋଟ ଡାକ୍ତରଖାନା ଓ ପରେ ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ତାଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଥିଲା ।

ବାରକୋଟ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସାବତ ବାପା ତିରବନ ମୁଣ୍ଡାଙ୍କୁ ଥାନାକୁ ଆଣି ଅଧିକ ତଦନ୍ତ ଚଳାଇଛନ୍ତି । ମୃତ ରବି ମୁଣ୍ଡାଙ୍କ ବାପା ଘାସି ମୁଣ୍ଡାଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ମାଆ ମଲ୍ଲୀ ମୁଣ୍ଡା ତିରବନଙ୍କୁ ଦ୍ବିତୀୟ ବିବାହ କରିଥିଲେ ।

   Related Posts