ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ଅଗ୍ନିକାଣ୍ଡରେ ୩ଟି ଦୋକାନ ପୋଡି ପାଉଁଶ, ଗ୍ୟାସ୍ ଲିକ୍‌ ହୋଇ ନିଆଁ ଲାଗିଥିବା ସନ୍ଦେହ

14/12/2019 at 7:27 AM

ପାରୀଦୀପ ୧୪।୧୨: ପାରାଦୀପ ଗଡ଼ଗେଟ୍ ବଜାରରେ ଅଗ୍ନିକାଣ୍ଡ ଘଟିଛି ।ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି ।

ସୂଚନାଯୋଗ୍ୟ ଯେ, ପାରାଦୀପ ଗଡଗେଟ୍ ବଜାରରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ତିନୋଟି ଦୋକାନ ସମ୍ପୂର୍ଣ୍ଣ ପୋଡ଼ି ପାଉଁଶ ହୋଇଯାଇଛି । ଗ୍ୟାସ ଲିକ୍ ହୋଇ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

   Related Posts