ନୂଆପଡ଼ା ଜିଲ୍ଲାପାଳ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ, ସର୍ଟ ସର୍କିଟ୍‌ରୁ ନିଆଁ ଲାଗିଥିବା ସୂଚନା

Published By : Prameya-News7 Bureau | April 13, 2025 IST

ନୂଆପଡା ୧୩।୪: ନୂଆପଡା ଜିଲ୍ଲାପାଳ କାର୍ଯ୍ୟାଳୟରେ ଲାଗିଲା ନିଆଁ । ସର୍ଟ ସର୍କିଟ୍‌ରୁ ନିଆଁ ଲାଗିଥିବା ନେଇ ସୂଚନା ମିଳିଛି । ଘଟଣାସ୍ଥଳରେ ନୂଆପଡା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଷ୍ଟେନୋଙ୍କ ଚ୍ୟାମ୍ବରରେ ନିଆଁ ଲାଗିଥିବା ବେଳେ କାଚ ଭାଙ୍ଗି ନିଆଁକୁ ଆୟତ୍ତ କଲା ନୂଆପଡା ଅଗ୍ନିଶମ ବାହିନୀ । ଏସି ଓ ଚୌକି ଟେବୁଲରେ ନିଆଁ ଲାଗିଥିବା ବେଳେ ଫାଇଲ ପତ୍ର ପୋଡିଛି କି ନାହିଁ ଜଣାପଡି ନାହିଁ ।

You Can Read:

ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ବୃଦ୍ଧଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟାକଲା ସମ୍ପର୍କୀୟ ଭାଇ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.