ପୁରୀ ଷ୍ଟେସନରେ ଅଗ୍ନିକାଣ୍ଡ : କୋଚିଂ ଡିପୋରେ ଲାଗିଲା ନିଆଁ

Published By : Prameya-News7 Bureau | November 14, 2023 IST

ପୁରୀ ୧୪।୧୧: ପୁଣି ପୁରୀ ଷ୍ଟେସନରେ ଅଗ୍ନିକାଣ୍ଡ । ରେଳ ଷ୍ଟେସନ କୋଚିଂ ଡିପୋରେ ଅଗ୍ନିକାଣ୍ଡ ଘଟିଛି । ମରାମତି ପାଇଁ ଆସିଥିବା ବଗିରେ ନିଆଁ ଲାଗିଯାଇଛି । କୋଚିଂ ଡିପୋରେ ହୁତୁ ହୁତୁ ହୋଇ ଜଳୁଛି ନିଆଁ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚିଛି । ନିଆଁକୁ ଆୟତ୍ତ କରିବାକୁ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ୟମ ଜାରି ରଖିଛି । ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି ।

You Can Read :

wp:embed {"url":"https://www.prameyanews7.com/elderly-woman-died-after-rescued-from-borewell-in-subarnapur/","type":"wp-embed","providerNameSlug":"prameya-news-7"}
https://www.prameyanews7.com/elderly-woman-died-after-rescued-from-borewell-in-subarnapur/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.