oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

ରାୟଗଡା ଜଗନ୍ନାଥ କପା ମିଲ୍‌ରେ ଅଗ୍ନିକାଣ୍ଡ

30/01/2019 at 12:29 PM

ରାୟଗଡା ୩୦|୧: ରାୟଗଡା କୁମୁଟିପେଣ୍ଠସ୍ଥିତ ଜଗନ୍ନାଥ କପା ମିଲ୍ ରେ ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର କପା ପୋଡି ନଷ୍ଟ ହୋଇଛି । ତେବେ ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡିନି । ନିଆଁ ଲିଭା କାର୍ଯ୍ୟରେ ରାୟଗଡା, କୋଲନରାର ୪ଟି ଦମକଳବାହିନୀ ନିୟୋଜତ ହୋଇଛନ୍ତି ।

   Related Posts