previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ମୟୂରଭଞ୍ଜ ଯିବେ ମୁଖ୍ୟମନ୍ତ୍ରୀ, ବୃହତ ଜଳସେଚନ ପ୍ରକଳ୍ପର କରିବେ ଲୋକାର୍ପଣ
  • ||
  • ବିପୁଳ ପରିମାଣର କାଠ ଜବତ, ବିଳମ୍ବିତ ରାତିରେ ହେଉଥିଲା ଚାଲାଣ
  • ||
  • କାଶ୍ମୀର ଘାଟି ଅଶାନ୍ତ, ପୁଣି ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା କଲେ ଆତତାୟୀ
  • ||
  • ଆଣବିକ ଦସ୍ତାବିଜ ପାଇଁ ଟ୍ରମ୍ପଙ୍କ ଘରେ ହୋଇଥିଲା ଚଢଉ : ସାମ୍ନାକୁ ଆସିଲା ବଡ ତଥ୍ୟ
  • ||
  • ଭାରତ ବିପକ୍ଷ ସିରିଜ୍ ପୂର୍ବରୁ ଦମ୍ ଦେଖାଇଲା ଜିମ୍ବାଓ୍ୱେ, ଟିମ୍ ଇଣ୍ଡିଆକୁ କଲା ସତର୍କ
  • ||

ବୌଦ୍ଧ ସେବାଶ୍ରମ ବିଦ୍ୟାଳୟରେ ଅଗ୍ନିକାଣ୍ଡ ; ଅଳ୍ପକେ ବର୍ତ୍ତିଲେ ଛାତ୍ରୀ

9/09/2018 at 5:54 PM

ବୌଦ୍ଧ ୯/୯ : ବୌଦ୍ଧ ସେବାଶ୍ରମ ବିଦ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅଳ୍ପକେ ବର୍ତ୍ତିଲେ ୪୦ ଜଣ ଛାତ୍ରୀ । ବିଦ୍ୟୁତ୍ ସର୍ଟସାର୍କିଟ ଯୋଗୁଁ ଘଟିଥିବା ଏହି ଅଗ୍ନିକାଣ୍ଡରେ ଛାତ୍ରୀଙ୍କ ବହିପତ୍ର ଠାରୁ ଆରମ୍ଭ କରି ପୋଷାକପତ୍ର ଏବଂ ଆସବାବ ପତ୍ର ଜଳିପୋଡି ପାଉଶ । ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥତ୍ବାବଳେ ଚାରିଛକ ଅଗ୍ନିଶମ ବାହିନୀ ଘଟଣା ସ୍ଥଲରେ ପହଂଚି ନିଆଁକୁ ଆୟତ୍ତ କରିଥିବା ଜଣାପଡଛି ।

   Related Posts