vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ବସ ଟାୟାରରେ ଲାଗିଲା ନିଆଁ ; ଅଳ୍ପକେ ବର୍ତ୍ତିଲେ ୩୦ ଯାତ୍ରୀ

19/10/2018 at 10:26 AM

କେନ୍ଦୁଝର ୧୯/୧୦ : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ବଜାରରେ ଆଜି ସକାଳେ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ୩୦ ଜଣ ଯାତ୍ରୀ। ମୟୁରଭଞ୍ଜ ଝରଡ଼ିହିରୁ OR-11-J 4415 ନମ୍ବର ବିଶିଷ୍ଟ ଝୁନା ନାମକ ଏକ ଯାତ୍ରୀ ବାହୀ ଵସ କେନ୍ଦୁଝର ପଟକୁ ଯାଇଥିବା ସମୟରେ ବାମ ପଟ ଚକରେ କୌଣସି କାରଣ ଯୋଗୁଁ ନିଆଁ ଲାଗିଯାଇଥିଲା । ଧୁଆଁ ବାହାରିବା ଦେଖି ସମସ୍ତ ଯାତ୍ରୀ ଗାଡିରୁ ଵାହାରକୁ ଚାଲି ଆସିଥିଲେ ସ୍ଥାନୀୟ ଲୋକଙ୍କ ଦ୍ୱାରା ନିଆଁକୁ ଲିଭାଯାଇଥିଲା।

   Related Posts