oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ନେଲେ ସନ୍ତୋଷ ଉପାଧ୍ୟାୟ, କହିଲେ ବିଭାଗକୁ ଭଲ ଭାବେ ଗଢି ତୋଳିବାକୁ ଉଦ୍ୟମ ହେବ

30/04/2022 at 2:06 PM

କଟକ ୩୦/୦୪ : ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ବରିଷ୍ଠ ଆଇପିଏସ ଅଧକାରୀ ସନ୍ତୋଷ ଉପାଧ୍ୟୟ । ୧୯୮୮ ବ୍ୟାଚର ଆଇପିଏସ ଅଧକାରୀ ସନ୍ତୋଷ ଉପାଧ୍ୟୟ । ଗତକାଲି ଅଗ୍ନିଶମ ଡିଜି ଭାବରେ ସନ୍ତୋଷ ଉପାଧ୍ୟୟଙ୍କୁ ବଦଳି କରିଥିଲେ ସରକାର ।

ପୂର୍ବରୁ ଅରୁଣ ରାଏ ରାଜ୍ୟ ଅଗ୍ନିଶମ ବିଭାଗର ଡିଜି ଦାୟିତ୍ୱ ତୁଲାଉଥିଲେ । ତେବେ ଆଜି ନୂତନ ଅଗ୍ନୀଶମ ଓ ହୋମଗାର୍ଡ ଡିଜି ଭାବେ ସନ୍ତୋଷ ଉପାଧ୍ୟାୟ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ମୁଖ୍ୟାଳୟରେ ପହଂଚିବା ପରେ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିଲେ।

ପରେ ସେ ଓଡିଶା ଅଗ୍ନିଶମ ବିଭାଗ ୨୦୨୧ ମସିହାରେ ସର୍ବଭାରତୀୟ ସ୍ତରରେ ସଫଳତା ହାସଲ କରିଥିବାରୁ ଖୁସି ପ୍ରକଟ କରିଥିଲେ । ଏହି ଅବସରରେ ବିଭାଗକୁ ଆହୁରି ଭଲ କରି ଗଢି ତୋଳିବାକୁ ଉଦ୍ୟମ ହେବ ବୋଲି ସେ କହିଥିଲେ ।

   Related Posts