ଭଦ୍ରକ ପୋଡାଗଡିଆ ଗାଁରେ ଅଗ୍ନିକାଣ୍ଡ

Published By : Prameya-News7 Bureau | June 28, 2018 IST

ଭଦ୍ରକ ଗ୍ରାମାଞ୍ଚଳ ଥାନା ବଗମରା ପୋଡାଗଡିଆ ଗାଁରେ ଅଗ୍ନିକାଣ୍ଡ । ନିଆଁରେ ଜଳିଗଲା ୪ଟି ପରିବାରର ୧୨ ବଖରା ଘର । ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ କରିଛି । ନିଆଁ ଲାଗିବାର କାରଣ ଜଣାପଡିନଥିବା ବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.