oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ଆନନ୍ଦପୁର: ୨ଟି ଘରେ ନିଆଁ ଲଗାଇ ଜାଳି ଦେଲେ ଦୁର୍ବୃତ୍ତ, ବେସାହାରା ହୋଇଗଲେ ପୁରା ପରିବାର

10/02/2021 at 5:40 PM

ଆନନ୍ଦପୁର୧୦/୨: ସରକାରୀ ଜମି ଜବର ଦଖଲକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି। ପରବର୍ତ୍ତୀ ସମୟରେ ସରକାରୀ ଜମିରେ ନିର୍ମାଣ ହୋଇଥିବା ୨ଟି ଘରକୁ କେହି ଦୁର୍ବୃତ୍ତ ନିଆଁ ଲଗାଇ ଜାଳି ଦେଇଥିବା ଅଭିଯୋଗ ମଧ୍ୟ ହୋଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା​‌ ଲାଗି ରହିଛି। ଆନନ୍ଦପୁର ଉପଖଣ୍ଡ ଘଷିପୁରା  ଥାନା ରେକୁଟିଆ ଗାଁ ରଗୁଡି ସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି।

 ସୂଚନାଯୋଗ୍ୟ ଯେ,  ଦୀର୍ଘଦିନ ଧରି ରେକୁଟିଆ କଲେଜ ପଛପଟ ସରକାରୀ ଜମିରେ ୨ଟି ପରିବାର ବସବାସ କରି ଆସୁଥିଲେ। ସରକାରୀ ଜମିରେ ବାଡ ବସାକୁ ନେଇ ସ୍ଥାନୀୟ କେହି ଜଣେ ସେମାନଙ୍କୁ ବାରଣ କରିଥିଲେ। ଏ ନେଇ ଉଭୟଙ୍କ ପାଟିତୁଣ୍ଡ ହୋଇଥିଲା। ପରବର୍ତ୍ତୀ ସମୟରେ ୨ଟି ପରିବାର ୨ଟି ଘର କେହି ଦୁର୍ବୃତ୍ତ ନିଆଁ ଲଗାଇ ଜାଳି ଦେଇଛନ୍ତି। ପରିବାର ଲୋକଙ୍କ କହିବା ମୁତାବକ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏଭଳି ଘଟଣା ଘଟିଥାଇ ପାରେ ବୋଲି ସନ୍ଦେହ କରାଯାଉଛି। ଅନ୍ୟପଟେ ଘଷିପୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଉପରେ ନଜର ରଖିଛି।

   Related Posts