Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ଭିଏଲସି ମିଡିଆ ପ୍ଲେୟାର ବ୍ୟାନ୍, ଓ୍ୱେବସାଇଟରେ ଆସୁଛି ଆଇଟି ଆକ୍ଟ ମେସେଜ୍
  • ||
  • ୨୪ ଘଣ୍ଟାରେ ଘନୀଭୂତ ହେବ ଲଘୁଚାପ, ପ୍ରଭାବରେ ଦୁଇଦିନ ପ୍ରବଳ ବର୍ଷିବ
  • ||
  • ରେଳ ଧାରଣାରୁ ମିଳିଲା ମନ୍ତ୍ରୀଙ୍କ ଭଣଜାଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଦେଶରେ ଉପରତଳ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୫୮୧୫ କରୋନା ପଜିଟିଭ୍
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୩ କୋଭିଡ୍ ପଜିଟିଭ୍
  • ||
  • କନ୍ନଡ ଗାୟକ ଶିବମୋଗା ସୁବାନାଙ୍କ ଦେହାନ୍ତ, ୮୩ ବର୍ଷ ବୟସରେ ହୃଦଘାତରେ ପରଲୋକ
  • ||
  • ଲଘୁଚାପ ସକ୍ରିୟ : ଦୁଇ ଦିନ ଯାଏଁ ପ୍ରବଳ ବର୍ଷା, ଫୁଲୁଛି ବିଭିନ୍ନ ନଦୀ
  • ||

କାଙ୍କରା ଗାଁରେ ଅଗ୍ନିକାଣ୍ଡ: ୭ବଖରା ଘର ପୋଡି ପାଉଁଶ ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

10/11/2019 at 7:39 AM

ଭଣ୍ଡାରିପୋଖରୀ ୧୦।୧୧:  ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାଙ୍କରା ଗାଁରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ୭ବଖରା ଘର ପୋଡି ପାଉଁଶ ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତ ପୋଡି ପାଉଁଶ ହୋଇଥିବା ଅଭିଯେଗ ।

ସୂଚନାଯୋଗ୍ୟ ଯେ, ଧାମନଗର ବ୍ଲକ କାଙ୍କରା ଗାଁରେ ଅଗ୍ନିକାଣ୍ଡ ଘଟି  ୭ବଖରା ଘର ପୋଡି ପାଉଁଶ ହୋଇଯାଇଥିବା ବେଳେ ୨ଟି ଗୋରୁ ଆହତ ହୋଇଛନ୍ତି। କାଙ୍କର ଗାଁର ସୁଦାମ ପାତ୍ର ଓ ନିରଞ୍ଜନ ପାଚ୍ରଙ୍କ ଘର ପୋଡି ପାଉଁଶ ହୋଇଯାଇଥିବା ସୂଚନା ।  ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଥିବା ଅଭିଯୋଗ ହୋଇଛି  । ନିଆଁ ଲାଗଥିବାର ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ତେବେ ଅଗ୍ନିକାଣ୍ଡ କାରଣ ଅସ୍ପଷ୍ଟ ରହିଛି ।  

   Related Posts