ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ; ଲକ୍ଷାଧିକ ଟଙ୍କାର ଆସବାସପତ୍ର ପୋଡି ନଷ୍ଟ
7/11/2018 at 9:19 AM

ଯାଜପୁର ୭|୧୧: ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଗତକାଲି ବିଳମ୍ବିତ ରାତିରେ ପୁରୁଣା ବିଲଡିଂରେ ଲାଗିଥିଲା ନିଆଁ । ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଆସବାସପତ୍ର ନଷ୍ଟ ହୋଇଯାଇଛି । ନିଆଁକୁ ଆୟତ କରିଛି ଯାଜପୁର ଦମକଳ ବାହିନୀ । ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ ।
Related Posts
ଟ୍ରକକୁ ପଛ ପଟୁ ପିଟିଲା ୧୦୮ ଆମ୍ବୁଲାନ୍ସ, ୩ ଆହତ
5 February 2023