AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ପରଭେଜ୍ ମୁଶାରଫ୍, ଚିକିତ୍ସାଧୀନ ଅବସ୍ଥାରେ ଦୁବାଇରେ ଦେହାନ୍ତ
  • ||
  • ବ୍ରହ୍ମପୁର : ଅବକାରୀ ଗୁଇନ୍ଦା ବିଭାଗକୁ ସଫଳତା, ୨୪୦ କିଲୋ ଗଞ୍ଜେଇ ଜବତ
  • ||

ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ; ଲକ୍ଷାଧିକ ଟଙ୍କାର ଆସବାସପତ୍ର ପୋଡି ନଷ୍ଟ

7/11/2018 at 9:19 AM

ଯାଜପୁର ୭|୧୧:  ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଗତକାଲି ବିଳମ୍ବିତ ରାତିରେ ପୁରୁଣା ବିଲଡିଂରେ ଲାଗିଥିଲା ନିଆଁ । ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଆସବାସପତ୍ର ନଷ୍ଟ ହୋଇଯାଇଛି । ନିଆଁକୁ ଆୟତ କରିଛି ଯାଜପୁର ଦମକଳ ବାହିନୀ । ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ ।

   Related Posts