ବେକେରିରେ ଭୟଙ୍କର ଅଗ୍ନିକାଣ୍ଡ, ପୋଡ଼ିହୋଇ ୪ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

Published By : Prameya-News7 Bureau | March 17, 2022 IST

ରାୟଗଡ଼ା, ୧୭/୦୩: ବେକେରିରେ ଅଗ୍ନିକାଣ୍ଡ ଘଟି ୪ ଜଣ ଗୁରୁତର । ଏପରି ଘଟଣା ଘଟିଛି ରାୟଗଡ଼ା ଜିଲ୍ଲା କଲ୍ୟାସିଂହପୁର ବ୍ଲକ ଶିକରପାଇ ଗ୍ରାମରେ । ସମସ୍ତ ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡ଼ିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.