AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଜଳିଗଲା ୬ବଖରା ଘର : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ଭସ୍ମୀଭୂତ

27/02/2020 at 9:42 AM

ବୌଦ୍ଧ ୨୭/୨: ବୌଦ୍ଧ ଜିଲ୍ଲା ପୁରୁଣାକଟକ ପଂଚାୟତ ସାମ୍ନା ସାହିରେ ଥିବା ଲକ୍ଷ୍ମୀଧର ସାହୁଙ୍କ ଘରେ ଅଗ୍ନିକାଣ୍ଡ। ୬ ବଖରା ଘର ଜଳିଯିବା ସହ ଲକ୍ଷାଧିକ ଟଙ୍କାର ସମ୍ପତି ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି । ତେବେ ଭସ୍ମୀଭୂତ ହୋଇଥିବା ସମ୍ପତ୍ତିର ଆନୁମାନିକ ମୂଲ୍ୟ ପ୍ରାୟ ୧୫ ଲକ୍ଷ୍ୟରୁ ଉର୍ଦ୍ଧ ହେବ ବୋଲି ଅଗ୍ନିଶମ ବିଭାଗର କର୍ମଚାରୀ ସୂଚନା ଦେଇଛନ୍ତି।

 ଆଜି ଭୋର ସକାଳୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ହରଭଙ୍ଗା ଅଗ୍ନିଶମ ବିଭାଗର କର୍ମଚାରୀମାନେ ଆସି ନିଆଁକୁ ଆୟତ୍ତ କରିଥିଲେ। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଅସ୍ପଷ୍ଟ ଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଂଚି ଅନୁସନ୍ଧାନ ଚଲାଇଛି।

   Related Posts