AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲବାଣୀ:୨୪ ଘଣ୍ଟାରେ ଦୁଇ ଦୁଇ ଥର ଚଢାଉ, ଦେଢ଼ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ
  • ||
  • ଝାରସୁଗୁଡା: ନବଦାସ ହତ୍ୟା ଘଟଣା, ଅଭିଯୁକ୍ତ ଗୋପାଳର ହେବ ନାର୍କୋ ଟେଷ୍ଟ
  • ||
  • ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ବୋମାମାଡ ଘଟଣା, ଦୁଇ ଜଣଙ୍କୁ ବାନ୍ଧିଲା ପୋଲିସ
  • ||
  • ଆନନ୍ଦପୁର: ମହୁମାଛି ଆକ୍ରମଣରେ ୧୫ରୁ ଅଧିକ ଆହତ, ଜୀବନ ବଞ୍ଚାଇବାକୁ ଦୌଡିଲେ ଲୋକେ
  • ||
  • ଭୁବନେଶ୍ୱର: ଓଡ଼ିଶା ଆସିବେ ଅମିତ୍ ଶାହା, ବୁଥ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ଭୁବନେଶ୍ୱର: କମୁଛି ଶୀତ, ବଢୁଛି ତାତି: ଟ୍ୱିନସିଟିରେ ପାରଦ ଉପରମୁହାଁ
  • ||

ଧାମରା ବନ୍ଦରରେ ଅଗ୍ନିକାଣ୍ଡ : ନିଆଁ ଲାଗି ଜଳିଗଲା ସ୍ଲାବ ସମେତ ଅନ୍ୟାନ୍ୟ ସାମଗ୍ରୀ

2/03/2020 at 9:01 AM

ଭଦ୍ରକ ୨/୩: ଭଦ୍ରକ ଜିଲ୍ଲା ଚାନ୍ଦବାଲି ସ୍ଥିତ ଧାମରା ବନ୍ଦରରେ ଅଗ୍ନିକାଣ୍ଡ । ବନ୍ଦରର ନୂଆ ଟର୍ମିନାଲରେ ନିଆଁ ଲାଗିଯିବା ଫଳରେ ବନ୍ଦରରେ ଗଚ୍ଛିତ ଥିବା ସ୍ଲାବ ସମେତ ଅନ୍ୟାନ୍ୟ ସାମଗ୍ରୀ ପୋଡି ଯାଇଥିବା ସୂଚନା ମିଳିଛି । ମଧ୍ୟ  ରାତ୍ରୀରୁ ନିଆଁ ଲାଗିଥିବା ଜଣାପଡିଛି । ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି ।

ଧାମରା ପୋର୍ଟ ଅଗ୍ନିଶମ ବିଭାଗ  ଓ ଧାମରାର ୨ଟି ଅଗ୍ନିଶମ ଗାଡି ନିଆଁକୁ ଆୟତ୍ତ କରିଛନ୍ତି । ଗ୍ୟାସ୍ ଲିକ୍ ରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି ।

   Related Posts