ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ଖୋର୍ଦ୍ଧା ରୋଡ୍ ରେଳ ଷ୍ଟେସନରେ ଅଗ୍ନିକାଣ୍ଡ, ସର୍ଟ ସର୍କିଟ୍‌ରୁ ନିଆଁ ଲାଗିଥିବା ସୂଚନା

3/06/2022 at 4:32 PM

ଖୋର୍ଦ୍ଧା ୩।୬: ଖୋର୍ଦ୍ଧା ରୋଡ୍ ରେଳ ଷ୍ଟେସନରେ ଅଗ୍ନିକାଣ୍ଡ ଘଟିଛି । ପ୍ଲାଟଫର୍ମ ନଂ ୨ର ପାର୍ସଲ ଅଫିସ ପଛପଟେ ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି । ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ତେବେ ନିଆଁକୁ ଆରପିଏଫ୍ ଏବଂ ରେଲୱେର ବିଦ୍ୟୁତ କର୍ମଚାରୀ ଆୟତ କରିଛନ୍ତି । ଅଗ୍ନିକାଣ୍ଡରେ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡରେ କେବଳ ବିଦ୍ୟୁତ ତାର ଜଳିଛି । ତେବେ ବର୍ତ୍ତମାନ ଖୋର୍ଦ୍ଧା ରୋଡ୍ ରେଳ ଷ୍ଟେସନର ପରିସ୍ଥିତି ସ୍ବାଭାବିକ ରହିଛି।

   Related Posts