oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୩ ବଖରା, ଗୋଟିଏ ଗାଈ ଜୀବନ୍ତ ଦଗ୍ଧ

4/12/2019 at 12:09 PM

ଆନନ୍ଦପୁର ୪।୧୨: ଆନନ୍ଦପୁର ଥାନା ମୋଚିନ୍ଦା ଗାଁରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡ ଫଳରେ ମହେଶ୍ବର ସାହୁ ନାମକ ବ୍ୟକ୍ତିଙ୍କର ୩ ବଖରା ଘର ପୋଡିଯାଇଛି । ଏହାସହ ଗୁହାଳରେ ବନ୍ଧା ହୋଇଥିବା ୩ଟି ଗାଈ ମଧ୍ୟରୁ ଗୋଟିକର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଟି ଆହତ ହୋଇଛନ୍ତି ।

ବିଳମ୍ବିତ ରାତିରେ ରୋଷେଇ ଘରେ ସର୍ଟ ସର୍କିଟ୍ ଯୋଗୁ ନିଆଁ ଲାଗିବାରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।

   Related Posts