suno sunao
Aao Nxt
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ଜଳିଗଲା ଘର : ୬ ଗୋରୁ ଜୀବନ୍ତ ଦଗ୍ଧ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଭସ୍ମୀଭୂତ

19/07/2019 at 12:58 PM

ଭଣ୍ଡାରିପୋଖରୀ ୧୯|୭: ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ବମକୁରା ପଞ୍ଚାୟତ ଦେଉଳଢିଅ  ଗ୍ରାମର ବୈଷ୍ଣବ ଜେନାଙ୍କ ଘରେ ଅଗ୍ନିକାଣ୍ଡ ଘଟି  ୨ ବଖରା ଘର ସହ ୬ ଗୋରୁ ଜୀବନ୍ତଦଗ୍ଧ ହୋଇଛନ୍ତି । ଅଗ୍ନିକାଣ୍ଡରେ  ଲକ୍ଷାଧିକ ଟଙ୍କାର ସମ୍ପତି ଜଳିଯାଇଛି ।  ଅଗ୍ନିକାଣ୍ଡର କାରଣ ଜଣାପଡିନାହଁ  । ଖବର ପାଇ ଧାମନଗର ଦମକଳ ବାହୀନି ଘଟଣା ସ୍ଥଳରେ ପହଞ୍ଚି ନିଆକୁ ଆୟତ କରିଛି । ଘଟଣାସ୍ଥଳରେ ସ୍ଥାନୀୟ ରାଜସ୍ବ ନିରୀକ୍ଷକ  ଓ ପଶୁ ଚିକିତ୍ସା ଅଧିକାରୀ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି ।

   Related Posts