oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଭବାନୀପାଟଣା ପୌର ପରିଷଦ ଗୋଦାମ ଗ୍ୟାରେଜରେ ଅଗ୍ନିକାଣ୍ଡ

13/05/2019 at 1:33 PM

କଳାହାଣ୍ଡି ୧୩\୫ : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୌର ପରିଷଦ ଗୋଦାମ ଗ୍ୟାରେଜରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ପୌରପରିଷଦର ଟ୍ରାକ୍ଟର ଓ ସେସଫୂଲ ଗାଡି  ଆଶିଂକ କ୍ଷତି ହୋଇଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ଖବରପାଇ ଅଗ୍ନିଶମ ବାହିନୀ ଘଟମାସ୍ତଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

   Related Posts