previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିପୁଳ ପରିମାଣର କାଠ ଜବତ, ବିଳମ୍ବିତ ରାତିରେ ହେଉଥିଲା ଚାଲାଣ
  • ||
  • କାଶ୍ମୀର ଘାଟି ଅଶାନ୍ତ, ପୁଣି ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା କଲେ ଆତତାୟୀ
  • ||
  • ଆଣବିକ ଦସ୍ତାବିଜ ପାଇଁ ଟ୍ରମ୍ପଙ୍କ ଘରେ ହୋଇଥିଲା ଚଢଉ : ସାମ୍ନାକୁ ଆସିଲା ବଡ ତଥ୍ୟ
  • ||
  • ଭାରତ ବିପକ୍ଷ ସିରିଜ୍ ପୂର୍ବରୁ ଦମ୍ ଦେଖାଇଲା ଜିମ୍ବାଓ୍ୱେ, ଟିମ୍ ଇଣ୍ଡିଆକୁ କଲା ସତର୍କ
  • ||

ନିଆଁ ଲାଗି ୬ ବର୍ଷର ଶିଶୁ କନ୍ୟା ଜୀବନ୍ତ ଦଗ୍ଧ

20/08/2018 at 6:36 AM

ଜୟପୁର ୨୦/୮ : ଜୟପୁର ବୋରିଗୁମ୍ମା ବ୍ଲକ ତାରଗାଁରେ ଅଘଟଣ ଘଟିଛି | ନିଆଁ ଲାଗି ୬ ବର୍ଷର ଶିଶୁ କନ୍ୟା ଜୀବନ୍ତ ଦଗ୍ଧ ହୋଇଯାଇଛି | ଏହା ସହ ନିଆଁରେ ପୋଡି ମା ଓ ପୁଅ ଗୁରୁତର ହୋଇପଡିଛନ୍ତି | ମା ପୁଅଙ୍କୁ ପ୍ରଥମେ ବୋରିଗୁମ୍ମା ଓ ପରେ ଜୟପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାଂତର କରାଯାଇଛି | ତେବେ ଶିଶୁ ପୁତ୍ରର ବୟସ ୬ରୁ ୭ ମାସ ହେବ | ତେବେ ଅଗ୍ନିକାଣ୍ଡର କାରଣ ଏବେ ସୁଦ୍ଧା ଜଣାପଡିନାହିଁ |

   Related Posts